Exodus 9:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ହାତ ଆକାଶ ଆଡେ ବିସ୍ତାର କର ଏବଂ ମିଶରର ଚାରିଆଡେ ଶିଳା ବୃଷ୍ଟି ଆରମ୍ଭ ହାଇଯେିବ। ଏହି ଶିଳାବୃଷ୍ଟି ମିଶରର ଚାରିଆଡେ ମନୁଷ୍ଯ, ପଶୁ ଓ ତୃଣାଦି ଉପରେ ପଡିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳା ବୃଷ୍ଟି ହେବ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ହାତ ଆକାଶ ଆଡ଼େ ବିସ୍ତାର କର ଏବଂ ମିଶରର ଗ୍ଭରିଆଡ଼େ ଶିଳାବୃଷ୍ଟି ଆରମ୍ଭ ହୋଇଯିବ। ଏହି ଶିଳାବୃଷ୍ଟି ମିଶରର ଗ୍ଭରିଆଡ଼େ ମନୁଷ୍ୟ, ପଶୁ ଓ ତୃଣାଦି ଉପରେ ପଡ଼ିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସରୀୟ ସମସ୍ତ ମନୁଷ୍ୟ, ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳାବୃଷ୍ଟି ହେବ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସ୍ରୀୟ ସମସ୍ତ ମନୁଷ୍ୟ, ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳା ବୃଷ୍ଟି ହେବ।”