Exodus 9:23 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ତାଙ୍କର ଆଶାବାଡିକୁ ଆକାଶ ଆଡେ ବିସ୍ତାର କଲେ ଏବଂ ସଦାପ୍ରଭୁ ବଜ୍ର ବୃଷ୍ଟି କଲେ। ବିଜୁଳି ମାରିଲା ଏବଂ ମିଶରର ଚାରିଆଡେ ଶିଳାବୃଷ୍ଟି ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳା ବୃଷ୍ଟି କଲେ; ପୁଣି ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳା ବୃଷ୍ଟି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ତାଙ୍କର ଆଶାବାଡ଼ିକୁ ଆକାଶ ଆଡ଼େ ବିସ୍ତାର କଲେ ଏବଂ ସଦାପ୍ରଭୁ ବଜ୍ର ବୃଷ୍ଟି କଲେ। ବିଜୁଳି ମାରିଲା ଏବଂ ମିଶରର ଗ୍ଭରିଆଡ଼େ ଶିଳାବୃଷ୍ଟି ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳାବୃଷ୍ଟି କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳା ବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳା ବୃଷ୍ଟି କଲେ।