Exodus 9:24 — Compare Translations
5 translations compared side by side
Odia - 1840
"ମିଶରର ଉତ୍ପତ୍ତିଠାରୁ ଏପରି ଶିଳାବୃଷ୍ଟି, ବିଜୁଳି ମାରିବା କବେବେି ହାଇେ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶିଳା ବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରର ଉତ୍ପତ୍ତିଠାରୁ ଏପରି ଶିଳାବୃଷ୍ଟି, ବିଜୁଳି ମାରିବା କେବେବି ହୋଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶିଳାବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶିଳା ବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।