Exodus 9:25 — Compare Translations
5 translations compared side by side
Odia - 1840
"ଏହି ଶିଳାବୃଷ୍ଟି ମିଶରର କ୍ଷତେ ମଧ୍ଯସ୍ଥ ସବୁକିଛି ନଷ୍ଟକଲା। ଏହି ଶିଳାବୃଷ୍ଟି, ଲୋକମାନଙ୍କୁ, ପଶୁମାନଙ୍କୁ ଓ ବୃକ୍ଷାଦି ମାନଙ୍କୁ ଧ୍ବଂସ କଲା। ଏହି ଶିଳାବୃଷ୍ଟି ମଧ୍ଯ କ୍ଷତେ ମଧ୍ଯସ୍ଥ ବୃକ୍ଷମାନଙ୍କୁ ନଷ୍ଟ କରି ପକାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ଵାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳା ବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଶିଳାବୃଷ୍ଟି ମିଶରର କ୍ଷେତ ମଧ୍ୟସ୍ଥ ସବୁକିଛି ନଷ୍ଟ କଲା। ଏହି ଶିଳାବୃଷ୍ଟି, ଲୋକମାନଙ୍କୁ, ପଶୁମାନଙ୍କୁ ଓ ବୃକ୍ଷାଦିମାନକୁ ଧ୍ୱଂସ କଲା। ଏହି ଶିଳାବୃଷ୍ଟି ମଧ୍ୟ କ୍ଷେତ ମଧ୍ୟସ୍ଥ ବୃକ୍ଷମାନକୁ ନଷ୍ଟ କରି ପକାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳାବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳା ବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା।