Exodus 9:26 — Compare Translations

5 translations compared side by side

Odia - 1840
"କବଳେ ଗୋଟିଏ ସ୍ଥାନ ଥିଲା ଯେଉଁଠା ରେ ଶିଳାବୃଷ୍ଟି ହେଉ ନଥିଲା। ତାହାଥିଲା ଗୋଶନ ଯେଉଁଠା ରେ ଇଶ୍ରାୟେଲୀୟମାନେ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ଗୋଟିଏ ସ୍ଥାନ ଥିଲା ଯେଉଁଠାରେ ଶିଳାବୃଷ୍ଟି ହେଉ ନ ଥିଲା। ତାହା ଥିଲା ଗୋଶନ ଯେଉଁଠାରେ ଇସ୍ରାଏଲୀୟମାନେ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
କେବଳ ଇସ୍ରାଏଲ ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।