Exodus 9:27 — Compare Translations
5 translations compared side by side
Odia - 1840
"ଫାରୋ ମାଶାେ ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସମାନଙ୍କେୁ କହିଲେ, ଏଥର ମୁଁ ପାପ କରିଛି। ସଦାପ୍ରଭୁ ସତ୍ଯ, ସେ ଉତ୍ତମ କରିଛନ୍ତି। ମୁଁ ଏବଂ ମାରେ ଲୋକମାନେ ପାପ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ଆମ୍ଭେ ପାପ କଲୁ; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ମୋଶା ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସେମାନଙ୍କୁ କହିଲେ, “ଏଥର ମୁଁ ପାପ କରିଛି। ସଦାପ୍ରଭୁ ସତ୍ୟ, ସେ ଉତ୍ତମ କରିଛନ୍ତି। ମୁଁ ଏବଂ ମୋର ଲୋକମାନେ ପାପ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଏହିଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।