Exodus 9:29 — Compare Translations
5 translations compared side by side
Odia - 1840
"ମାଶାେ ଫାରୋଙ୍କୁ କିହିଲେ, ଯେତବେେଳେ ମୁଁ ଏ ନଗର ଛାଡିବି, ମୁଁ ସେତବେେଳେ ସଦାପ୍ରଭୁଙ୍କୁ ହାତଟକେି ପ୍ରାର୍ଥନା କରିବି, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହାଇଯେିବ। ସେତବେେଳେ ତୁମ୍ଭେ ଜାଣିବ ସଦାପ୍ରଭୁ ଏହି ଭୂମିରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୋଶା ତାଙ୍କୁ କହିଲେ, ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣା ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଫାରୋଙ୍କୁ କିହିଲେ, “ଯେତେବେଳେ ମୁଁ ଏ ନଗର ଛାଡ଼ିବି, ମୁଁ ସେତେବେଳେ ସଦାପ୍ରଭୁଙ୍କୁ ହାତଟେକି ପ୍ରାର୍ଥନା କରିବି, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଯିବ। ସେତେବେଳେ ତୁମ୍ଭେ ଜାଣିବ ସଦାପ୍ରଭୁ ଏହି ଭୂମିରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳାବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ।