Exodus 9:3 — Compare Translations

5 translations compared side by side

Odia - 1840
"ତବେେ ସଦାପ୍ରଭୁ ତୁମ୍ଭର ପଶୁମାନଙ୍କ ଉପରେ ତାଙ୍କର ମହାନ ଶକ୍ତି ପ୍ରଯୋଗ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପଶୁ ଯଥା: ଘୋଡାମାନଙ୍କର, ଗଧମାନଙ୍କର, ଓଟମାନଙ୍କର, ଗାଈ ଗୋରୁମାନଙ୍କର, ମେଣ୍ଢାମାନଙ୍କଠା ରେ ମାହାମାରୀ ସୃଷ୍ଟି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଟକ, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସଦାପ୍ରଭୁ ତୁମ୍ଭର ପଶୁମାନଙ୍କ ଉପରେ ତାଙ୍କର ମହାନ ଶକ୍ତି ପ୍ରୟୋଗ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପଶୁ ଯଥା: ଘୋଡ଼ାମାନଙ୍କର, ଗଧମାନଙ୍କର, ଓଟମାନଙ୍କର, ଗାଈ ଗୋରୁମାନଙ୍କର, ମେଣ୍ଢାମାନଙ୍କଠାରେ ମାହାମାରୀ ସୃଷ୍ଟି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।