Exodus 9:30 — Compare Translations

5 translations compared side by side

Odia - 1840
"କିନ୍ତୁ ମୁଁ ଜାଣେ ତୁମ୍ଭେ ଏବଂ ତୁମ୍ଭର କର୍ମଚାରୀମାନେ ବାସ୍ତବ ରେ ଏପର୍ୟ୍ଯନ୍ତ ସଦାପ୍ରଭୁଙ୍କୁ ଭୟ କରୁନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଅଦ୍ୟାପି ସଦାପ୍ରଭୁ ପରମେଶ୍ଵରଙ୍କୁ ଭୟ କରୁ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଜାଣେ ତୁମ୍ଭେ ଏବଂ ତୁମ୍ଭର କର୍ମଗ୍ଭରୀମାନେ ବାସ୍ତବରେ ଏପର୍ଯ୍ୟନ୍ତ ସଦାପ୍ରଭୁଙ୍କୁ ଭୟ କରୁ ନାହଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।”