Exodus 9:31 — Compare Translations

5 translations compared side by side

Odia - 1840
"ୟବଗୁଡିକ ଶିଷାୟୁକ୍ତ ହାଇେଥିଲା ଏବଂ ପେଶୀଗୁଡିକ ପୁଷ୍ପିତ ହାଇେଥିଲା। ତେଣୁ ସହେି ଶସ୍ଯଗୁଡିକ ନଷ୍ଟ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯବ ଶିଷାଯୁକ୍ତ ହୋଇଥିଲା ଏବଂ ଫେସି ପୁଷ୍ପିତ ହୋଇଥିଲା। ତେଣୁ ସେହି ଶସ୍ୟଗୁଡ଼ିକ ନଷ୍ଟ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।