Exodus 9:32 — Compare Translations
5 translations compared side by side
Odia - 1840
"ମାତ୍ର ଗହମ ଓ ୟହ୍ନା ବଡ ହାଇେ ନଥିବାରୁ ନଷ୍ଟ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଗହମ ଓ ଯହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଗହମ ଓ ଯହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।