Exodus 9:33 — Compare Translations
5 translations compared side by side
Odia - 1840
"ମାଶାେ ଫାରୋଙ୍କ ନିକଟରୁ ନଗର ବାହାରକୁ ୟାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘଗର୍ଜ୍ଜନ ଓ ଶିଳା ବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଫାରୋଙ୍କ ନିକଟରୁ ନଗର ବାହାରକୁ ଯାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘଗର୍ଜ୍ଜନ ଓ ଶିଳା ବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।