Exodus 9:34 — Compare Translations

5 translations compared side by side

Odia - 1840
"ଯେତବେେଳେ ଫାରୋ ଦେଖିଲେ ବଜ୍ର ଓ ଶିଳାବୃଷ୍ଟି ବନ୍ଦ ହାଇଗେଲା ସେ ପୁନ୍ନରାଯ ଅନ୍ଯାଯ କଲେ। ସେ ଏବଂ ତାଙ୍କର କର୍ମଚାରୀମାନେ ପୁଣି କଠାେର ହୃଦଯ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ ଭାରୀ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଫାରୋ ଦେଖିଲେ ବଜ୍ର ଓ ଶିଳାବୃଷ୍ଟି ବନ୍ଦ ହୋଇଗଲା ସେ ପୁନରାୟ ଅନ୍ୟାୟ କଲେ। ସେ ଏବଂ ତାଙ୍କର କର୍ମଗ୍ଭରୀମାନେ ପୁଣି କଠୋର ହୃଦୟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।