Exodus 9:35 — Compare Translations
5 translations compared side by side
Odia - 1840
"ଫାରୋ ପୁଣି ଥରେ ଦୃଢ ହେଲେ। ସେ ଇଶ୍ରାୟେଲର ଲୋକମାନଙ୍କୁ ୟିବାକୁ ଦେଲେ ନାହିଁ। ମାଶାଙ୍କେୁ ସଦାପ୍ରଭୁ ଯେପରି କହିଥିଲେ ସହେିପରି ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ଵାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନମାନଙ୍କୁ ଛାଡ଼ି ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ପୁଣି ଥରେ ଦୃଢ଼ ହେଲେ। ସେ ଇସ୍ରାଏଲର ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ। ମୋଶାଙ୍କୁ ସଦାପ୍ରଭୁ ଯେପରି କହିଥିଲେ ସେହିପରି ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।