Exodus 9:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କର ପଶୁମାନଙ୍କ ପାଇଁ ଯେପରି ବ୍ଯବହାର କରିବେ, ସେ ପରି ମିଶର ମାନଙ୍କର ପଶୁମାନଙ୍କୁ ବ୍ଯବହାର କରିବେ ନାହିଁ। ଇଶ୍ରାୟେଲୀୟମାନଙ୍କର କୌଣସି ପଶୁ ମରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ-ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କର ପଶୁମାନଙ୍କ ପାଇଁ ଯେପରି ବ୍ୟବହାର କରିବେ, ସେପରି ମିଶରୀୟମାନଙ୍କର ପଶୁମାନଙ୍କୁ ବ୍ୟବହାର କରିବେ ନାହିଁ। ଇସ୍ରାଏଲୀୟମାନଙ୍କର କୌଣସି ପଶୁ ମରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।