Exodus 9:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହା କରିବା ପାଇଁ ସମୟ ସ୍ଥିର କରିଛନ୍ତି। ଆସନ୍ତାକାଲି ସଦାପ୍ରଭୁ ତୁମ୍ଭର ଦେଶ ରେ ଏପରି କରିବାକୁ ଯାଉଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, କାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହା କରିବା ପାଇଁ ସମୟ ସ୍ଥିର କରିଛନ୍ତି। ଆସନ୍ତାକାଲି ସଦାପ୍ରଭୁ ତୁମ୍ଭର ଦେଶରେ ଏପରି କରିବାକୁ ଯାଉଛନ୍ତି।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, “ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।