Exodus 9:6 — Compare Translations
5 translations compared side by side
Odia - 1840
"ତାପରଦିନ ସଦାପ୍ରଭୁ ଠିକ୍ ତାହା କଲେ। ମିଶରୀଯମାନଙ୍କର କୃଷି କ୍ଷେତ୍ର ରେ ପଶୁମାନଙ୍କର ମୃତ୍ଯୁ ହେଲା। କିନ୍ତୁ ଇଶ୍ରୀଯଲେୀଯମାନଙ୍କର ଗୋଟିଏ ବି ପଶୁ ମଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ-ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ସଦାପ୍ରଭୁ ଠିକ୍ ତାହା କଲେ। ମିଶରୀୟମାନଙ୍କର କୃଷି କ୍ଷେତ୍ରରେ ପଶୁମାନଙ୍କର ମୃତ୍ୟୁ ହେଲା। କିନ୍ତୁ ଇସ୍ରାଏଲୀୟମାନଙ୍କର ଗୋଟିଏ ବି ପଶୁ ମଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆରଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।