Exodus 9:7 — Compare Translations

5 translations compared side by side

Odia - 1840
"ଫାରୋ ଲୋକମାନଙ୍କୁ ପଠାଇଲେ ଦେଖିବା ପାଇଁ ଯେ ଇଶ୍ରାୟେଲର କୌଣସି ପଶୁ ମରିଛନ୍ତି କି ନାହିଁ? ମାତ୍ର ଇଶ୍ରାୟେଲର କୌଣସି ପଶୁ ମରି ନଥିଲେ। ତଥାପି ଫାରୋ ଜିଦ୍ଖୋର ହାଇେ ରହିଲେ ଓ ଲୋକମାନଙ୍କୁ ୟିବାକୁ ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ । ତଥାପି ଫାରୋଙ୍କ ହୃଦୟ ଭାରୀ ହେଲା ଓ ସେ ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ଲୋକମାନଙ୍କୁ ପଠାଇଲେ ଦେଖିବା ପାଇଁ ଯେ ଇସ୍ରାଏଲର କୌଣସି ପଶୁ ମରିଛନ୍ତି କି ନାହିଁ? ମାତ୍ର ଇସ୍ରାଏଲର କୌଣସି ପଶୁ ମରି ନ ଥିଲେ। ତଥାପି ଫାରୋ ଜି‌ଦ୍‌ଖୋର ହୋଇ ରହିଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।