Exodus 9:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାଶାେ ଏବଂ ହାରୋଣଙ୍କୁ କହିଲେ, ହାତ ମୁଠାକୁ ଭାଟିର ଭସ୍ମ ରେ ପୂର୍ଣ୍ଣ କର। ମାଶାେ ତୁମ୍ଭେ ଫାରୋ ଦେଖୁଥିବା ସମୟରେ ଭସ୍ମ ପବନ ରେ ନିଶ୍ଚଯ ଉଡାଇ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟୀର ଭସ୍ମ ନିଅ, ପୁଣି ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚିଦେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଦାହଯୁକ୍ତ ବଥ ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ହାତ ମୁଠାକୁ ଭାଟିର ଭସ୍ମରେ ପୂର୍ଣ୍ଣ କର। ମୋଶା ତୁମ୍ଭେ ଫାରୋ ଦେଖୁଥିବା ସମୟରେ ଭସ୍ମ ପବନରେ ନିଶ୍ଚୟ ଉଡ଼ାଇ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟିର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟୀର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ।