Ezekiel 1:10 — Compare Translations
5 translations compared side by side
Odia - 1840
"ପ୍ରତି ପ୍ରାଣୀର ଚାରି ମୁଖ ମଧ୍ଯରୁ ସମ୍ମୁଖ ଭାଗ ରେ ମନୁଷ୍ଯର ମୁଖ, ଦକ୍ଷିଣ ପାଶର୍ବ ରେ ସିଂହର ମୁଖ, ବାମ ପାଶର୍ବ ରେ ଗୋରୁର ମୁଖ ଓ ପଛ ଭାଗ ରେ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଦକ୍ଷିଣ ଦିଗରେ ଚାରି ପ୍ରାଣୀର ସିଂହ ମୁଖ ଓ ବାମ ଦିଗରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତି ପ୍ରାଣୀର ଗ୍ଭରି ମୁଖ ମଧ୍ୟରୁ ସମ୍ମୁଖ ଭାଗରେ ମନୁଷ୍ୟର ମୁଖ, ଦକ୍ଷିଣ ପାର୍ଶ୍ୱରେ ସିଂହର ମୁଖ, ବାମ ପାର୍ଶ୍ୱରେ ଗୋରୁର ମୁଖ ଓ ପଛ ଭାଗରେ ଉତ୍କ୍ରୋଶପକ୍ଷୀର ମୁଖ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଡାହାଣ ପାର୍ଶ୍ୱରେ ଚାରି ପ୍ରାଣୀର ସିଂହ-ମୁଖ ଓ ବାମ ପାର୍ଶ୍ୱରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଡାହାଣ ପାର୍ଶ୍ୱରେ ଚାରି ପ୍ରାଣୀର ସିଂହ ମୁଖ ଓ ବାମ ପାର୍ଶ୍ୱରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା।