Ezekiel 1:11 — Compare Translations
5 translations compared side by side
Odia - 1840
"ପ୍ରାଣୀଗୁଡ଼ିକର ଡଣୋଗୁଡ଼ିକ ସମାନଙ୍କେୁ ଘାଡ଼ଇେେ ରଖିଥିଲା। ପ୍ରେତ୍ୟକକ ପ୍ରାଣୀର ଦୁଇଟି ଡ଼ଣୋ ଏହାର ପାଖ ରେ ଥିବା ଅନ୍ୟ ଗୋଟିଏ ପ୍ରାଣୀ ପାଖକୁ ପହଞ୍ଚୁ ଥିଲା ଏବଂ ଅନ୍ୟ ଦୁଇଟି ଡଣୋ ଏହାର ଦହକେୁ ଆଚ୍ଛାଦନ କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ଏକଆରେକର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଣୀଗୁଡ଼ିକର ଡେଣାଗୁଡ଼ିକ ସେମାନଙ୍କୁ ଘୋଡ଼େଇ ରଖିଥିଲା। ପ୍ରତ୍ୟେକ ପ୍ରାଣୀର ଦୁଇଟି ଡେଣା ଏହାର ପାଖରେ ଥିବା ଅନ୍ୟ ଗୋଟିଏ ପ୍ରାଣୀ ପାଖକୁ ପହଞ୍ଚୁ ଥିଲା ଏବଂ ଅନ୍ୟ ଦୁଇଟି ଡେଣା ଏହାର ଦେହକୁ ଆଚ୍ଛାଦନ କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା।