Ezekiel 1:12 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ପ୍ରେତ୍ୟକକ ସମ୍ମୁଖ ଭାଗ ରେ ଗମନ କଲେ। ସମାନଙ୍କେର ନିଜ ଇଚ୍ଛାନୁସା ରେ ସମାନେେ ଗତି କଲେ ଓ ସମାନଙ୍କେର ଗମନ କାଳ ରେ ସମାନେେ ଫରେିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖଆଡ଼େ ଗମନ କଲେ; ଯେଉଁଆଡ଼େ ଯିବାକୁ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ କାଳରେ ସେମାନେ ଫେରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ପ୍ରତ୍ୟେକ ସମ୍ମୁଖ ଭାଗରେ ଗମନ କଲେ। ସେମାନଙ୍କର ନିଜ ଇଚ୍ଛାନୁସାରେ ସେମାନେ ଗତି କଲେ ଓ ସେମାନଙ୍କର ଗମନ କାଳରେ ସେମାନେ ଫେରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ; ଯେଉଁଆଡ଼େ ଯିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ ସମୟରେ ସେମାନେ ଫେରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖପ୍ରତି ଗମନ କଲେ; ଯେଉଁଆଡ଼େ ଯିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ ସମୟରେ ସେମାନେ ଫେରିଲେ ନାହିଁ।