Ezekiel 1:13 — Compare Translations
5 translations compared side by side
Odia - 1840
"ଏହି ଜୀବିତ ପ୍ରାଣୀମାନେ ପ୍ରଜ୍ବଳିତ ଅଙ୍ଗାର ଓ ମଶାଲଗୁଡ଼ିକ ସଦୃଶ ଏବଂ ଅଗ୍ନି ସମାନଙ୍କେର ମଧିଅରେ ବୁଲୁଥିବାର ଦଖାଯାେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ଵଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀ-ମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ୍ ନିର୍ଗତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଜୀବିତ ପ୍ରାଣୀମାନେ ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲଗୁଡ଼ିକ ସଦୃଶ ଏବଂ ଅଗ୍ନି ସେମାନଙ୍କର ମଧ୍ୟରେ ବୁଲୁଥିବାର ଦେଖାଯାଉଥିଲା। ଏବଂ ସେମାନେ ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲେ। ସେ ଅଗ୍ନି ତେଜୋମୟ ଥିଲା ଓ ତହିଁରୁ ବିଦ୍ୟୁତ୍ ନିର୍ଗତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ୍ ନିର୍ଗତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ ନିର୍ଗତ ହେଲା।