Ezekiel 1:14 — Compare Translations
5 translations compared side by side
Odia - 1840
"ଏବଂ ଜୀବିତ ପ୍ରାଣୀଗଣ ବିଜୁଳି ପରି ଦ୍ରୁତଗତି ରେ ଏଣତେଣେେ ଦୌଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତ୍ର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଜୀବିତ ପ୍ରାଣୀଗଣ ବିଜୁଳି ପରି ଦ୍ରୁତଗତିରେ ଏଣେତେଣେ ଦୌଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତ୍ର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।