Ezekiel 1:16 — Compare Translations
4 translations compared side by side
Odia - 1840
"ସମାନେେ ମଣିପରି ଉଜ୍ବଳ ଥିଲେ ଏବଂ ସମାନଙ୍କେର ଆକୃତି ସମାନ ଥିଲା ଏବଂ ପ୍ରେତ୍ୟକକ ଗୋଟିଏ ଚକ ମଧିଅରେ ଗୋଟିଏ ଚକ ସଦୃଶ ଦଖାଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ-ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା।