Ezekiel 1:17 — Compare Translations
5 translations compared side by side
Odia - 1840
"ଗମନ କଲା ବେଳେ ସେ ଚାରିଚକ ଯେ କୌଣସି ଚାରିଦିଗ ରେ ଗତି କରୁଥିଲେ, କିନ୍ତୁ ଚକଗୁଡ଼ିକ ଗତି କଲା ବେଳେ ବୁଲୁ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗମନ କଲା ବେଳେ ସେହି ଚାରି ଚକ୍ର ଆପଣା ଆପଣାର ଚାରି ପାର୍ଶ୍ଵରେ ଗମନ କଲେ, ଗମନ କଲା ବେଳେ ସେମାନେ ଫେରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଗମନ କଲାବେଳେ ସେ ଗ୍ଭରିଚକ ଯେକୌଣସି ଗ୍ଭରିଦିଗରେ ଗତି କରୁଥିଲେ, କିନ୍ତୁ ଚକଗୁଡ଼ିକ ଗତି କଲାବେଳେ ବୁଲୁ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗମନ କଲା ବେଳେ ସେହି ଚାରି ଚକ୍ର ଆପଣା ଆପଣାର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଗମନ କଲା ବେଳେ ସେହି ଚାରି ଚକ୍ର ଆପଣା ଆପଣାର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ।