Ezekiel 1:18 — Compare Translations
5 translations compared side by side
Odia - 1840
"ସମାନଙ୍କେର ଘରେ ଉଚ୍ଚ ଓ ଭୟଙ୍କର ଥିଲା; ପୁଣି ସହେି ଚାରି ଘରରେ ଚତୁର୍ଦ୍ଦିଗ ଚକ୍ଷୁ ରେ ପରିପୂର୍ଣ୍ଣ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର ଥିଲା; ପୁଣି ସେହି ଗ୍ଭରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।