Ezekiel 1:19 — Compare Translations
5 translations compared side by side
Odia - 1840
"ସହେି ଜୀବିତ ପ୍ରାଣୀମାନଙ୍କ ଗତି ସହିତ ସହେି ଚକସବୁ ଚାଳିତ ହେଲା। ପୁଣି ଜୀବିତ ପ୍ରାଣୀମାନେ ଭୂମିରୁ ଉତଥିତ ହେଲା ବେଳେ ଚକଗୁଡ଼ିକ ଉତ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ଵରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ହିଁ ଉତ୍ଥାପିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଜୀବିତ ପ୍ରାଣୀମାନଙ୍କ ଗତି ସହିତ ସେହି ଚକସବୁ ଗ୍ଭଳିତ ହେଲା। ପୁଣି ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥିତ ହେଲା ବେଳେ ଚକଗୁଡ଼ିକ ଉତ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ମଧ୍ୟ ଉତ୍ଥାପିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ମଧ୍ୟ ଉତ୍ଥାପିତ ହେଲେ।