Ezekiel 1:20 — Compare Translations
5 translations compared side by side
Odia - 1840
"ପବନର ଇଚ୍ଛାନୁସା ରେ ସମାନେେ ବିଭିନ୍ନ ସ୍ଥାନକୁ ଗମନ କଲେ। ଚକସବୁ ସମାନଙ୍କେ ସହିତ ଉଠିଲେ କାରଣ ଜୀବିତ ପ୍ରାଣୀମାନଙ୍କର ଆତ୍ମା ଚକ୍ର ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକୌଣସି ସ୍ଥାନକୁ ଯିବାର ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ଵରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ଆତ୍ମା ଚକ୍ରରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପବନର ଇଚ୍ଛାନୁସାରେ ସେମାନେ ବିଭିନ୍ନ ସ୍ଥାନକୁ ଗମନ କଲେ। ଚକସବୁ ସେମାନଙ୍କ ସହିତ ଉଠିଲେ କାରଣ ଜୀବିତ ପ୍ରାଣୀମାନଙ୍କର ଆତ୍ମା ଚକ୍ରରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକୌଣସି ସ୍ଥାନକୁ ଯିବାର ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଯେକୌଣସି ସ୍ଥାନକୁ ଯିବାର ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।