Ezekiel 1:21 — Compare Translations
5 translations compared side by side
Odia - 1840
"ପବନର ଇଚ୍ଛାନୁସା ରେ ସମାନେେ ବିଭିନ୍ନ ସ୍ଥାନକୁ ଗମନ କଲେ। ଚକସବୁ ସମାନଙ୍କେ ସହିତ ଉଠିଲେ, କାରଣ ସହେି ଜୀବିତ ପ୍ରାଣୀମାନଙ୍କର ଆତ୍ମା ଚକରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ଵରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ଆତ୍ମା ଚକ୍ରରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପବନର ଇଚ୍ଛାନୁସାରେ ସେମାନେ ବିଭିନ୍ନ ସ୍ଥାନକୁ ଗମନ କଲେ। ଚକସବୁ ସେମାନଙ୍କ ସହିତ ଉଠିଲେ, କାରଣ ସେହି ଜୀବିତ ପ୍ରାଣୀମାନଙ୍କର ଆତ୍ମା ଚକରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।
Odia IRV 2017 (ଓଡିଆ ବାଇବେଲ)