Ezekiel 1:22 — Compare Translations
5 translations compared side by side
Odia - 1840
"ପୁଣି ସହେି ଜୀବିତ ପ୍ରାଣୀମାନଙ୍କର ମସ୍ତକରେ ଏକ ଆସ୍ତରଣ ଥିଲା, ଏହା ସ୍ଫଟିକ ତୁଲ୍ଯ ଉଜ୍ବଳ ଓ ସ୍ବଚ୍ଛ ଥିଲା। ଏହା ସମାନଙ୍କେ ମସ୍ତକର ଚତୁଃପାଶର୍ବ ରେ ବିସ୍ତାରିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଊର୍ଦ୍ଧ୍ଵରେ ବିସ୍ତାରିତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ଜୀବିତ ପ୍ରାଣୀମାନଙ୍କର ମସ୍ତକରେ ଏକ ଆସ୍ତରଣ ଥିଲା, ଏହା ସ୍ପଟିକ ତୁଲ୍ୟ ଉଜ୍ଜ୍ୱଳ ଓ ସ୍ୱଚ୍ଛ ଥିଲା। ଏହା ସେମାନଙ୍କ ମସ୍ତକର ଚତୁର୍ପାର୍ଶ୍ୱରେ ବିସ୍ତାରିତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବିସ୍ତାରିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବିସ୍ତାରିତ ଥିଲା।