Ezekiel 1:23 — Compare Translations
5 translations compared side by side
Odia - 1840
"ସହେି ଆସ୍ତରଣ ତଳେ ସମାନଙ୍କେର ପକ୍ଷସବୁ ଏକ ଆଲୋକର ଆଡ଼େ ପ୍ରସାରିତ ହାଇେଥିଲା; ସମାନଙ୍କେର ଶରୀର ଆଚ୍ଛାଦନ କରିବା ପାଇଁ ଏ ପାଖ ରେ ଦୁଇ ପକ୍ଷ ଓ ସେ ପାଖ ରେ ଦୁଇ ପକ୍ଷ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ଏକଆରେକର ଆଡ଼େ ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଆସ୍ତରଣ ତଳେ ସେମାନଙ୍କର ପକ୍ଷସବୁ ଏକ ଆରେକର ଆଡ଼େ ପ୍ରସାରିତ ହୋଇଥିଲା; ସେମାନଙ୍କର ଶରୀର ଆଚ୍ଛାଦନ କରିବା ପାଇଁ ଏ ପାଖରେ ଦୁଇ ପକ୍ଷ ଓ ସେ ପାଖରେ ଦୁଇ ପକ୍ଷ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ପରସ୍ପର ପ୍ରତି ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଶରୀର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ପରସ୍ପର ପ୍ରତି ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଶରୀର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା।