Ezekiel 1:24 — Compare Translations

5 translations compared side by side

Odia - 1840
"ଏବଂ ସମାନେେ ଗମନ କଲା ସମୟରେ ମୁଁ ସମାନଙ୍କେର ପକ୍ଷର ଶବ୍ଦ ଶୁଣିଲି, ତାହା ମହାଜଳ ରାଶିର କଲ୍ଲୋଳ ତୁଲ୍ଯ, ସର୍ବଶକ୍ତିମାନ ପରମେଶ୍ବରଙ୍କର ସ୍ବର ତୁଲ୍ଯ ଓ ସୈନ୍ଯଦଳର କୋଳାହଳ ଶବ୍ଦ ତୁଲ୍ଯ ଥିଲା। ସମାନେେ ଅଟକିଲା ବେଳେ ନିଜ ନିଜ ପକ୍ଷ ସଙ୍କୋଚନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷର ଶଦ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶଦ୍ଦ ତୁଲ୍ୟ କୋଳାହଳ ଶଦ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନେ ଗମନ କଲା ସମୟରେ ମୁଁ ସେମାନଙ୍କର ପକ୍ଷର ଶବ୍ଦ ଶୁଣିଲି, ତାହା ମହାଜଳ ରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନ ପରମେଶ୍ୱରଙ୍କର ସ୍ୱର ତୁଲ୍ୟ ଓ ସୈନ୍ୟଦଳର କୋଳାହଳ ଶବ୍ଦ ତୁଲ୍ୟ ଥିଲା। ସେମାନେ ଅଟକିଲା ବେଳେ ନିଜ ନିଜ ପକ୍ଷ ସଙ୍କୋଚନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।