Ezekiel 1:25 — Compare Translations

5 translations compared side by side

Odia - 1840
"ଏବଂ ଯେତବେେଳେ ସମାନେେ ଗତି ବନ୍ଦ କଲେ, ସମାନେେ ସମାନଙ୍କେର ପକ୍ଷ ସଙ୍କୁଚିତ କଲେ ଓ ସେତବେେଳେ ସମାନଙ୍କେ ମସ୍ତକର ଉପରିସ୍ଥ ଆସ୍ତରଣ ଉପ ରେ ଏକ ଶବ୍ଦ ଶୁଣାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଯେତେବେଳେ ସେମାନେ ଗତି ବନ୍ଦ କଲେ, ସେମାନେ ସେମାନଙ୍କର ପକ୍ଷ ସଙ୍କୁଚିତ କଲେ ଓ ସେତେବେଳେ ସେମାନଙ୍କ ମସ୍ତକର ଉପରିସ୍ଥ ଆସ୍ତରଣ ଉପରେ ଏକ ଶବ୍ଦ ଶୁଣାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।