Ezekiel 1:26 — Compare Translations

5 translations compared side by side

Odia - 1840
"ଏବଂ ଆସ୍ତରଣ ଉପରକୁ ସମାନଙ୍କେର ମସ୍ତକ ଚତୁଃପାଶର୍‌ବ ରେ ନୀଳକାନ୍ତମଣି ରେ ନିର୍ମିତ ହାଇେଥିବା ଏକ ସିଂହାସନ ଥିଲା, ଆଉ ସହେି ସିଂହାସନର ଆକୃତି ଉପ ରେ ମନୁଷ୍ଯ ସଦୃଶ ଏକ ଆକୃତି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ଵରେ ନୀଳକା; ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ଵ ଭାଗରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଆସ୍ତରଣ ଉପରକୁ ସେମାନଙ୍କର ମସ୍ତକ ଚତୁର୍ପାର୍ଶ୍ୱରେ ନୀଳକାନ୍ତମଣିରେ ନିର୍ମିତ ହୋଇଥିବା ଏକ ସିଂହାସନ ଥିଲା, ଆଉ ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ ଏକ ଆକୃତି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ୱରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ୱ ଭାଗରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଉର୍ଦ୍ଧ୍ୱରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଉର୍ଦ୍ଧ୍ୱ ଭାଗରେ ଥିଲା।