Ezekiel 1:28 — Compare Translations

5 translations compared side by side

Odia - 1840
"ସହେି ତଜେ ତା'ର ଚତୁଃପାଶର୍‌ବ ରେ ଝଟକୁଥିଲା ଏବଂ ଏକ ଇନ୍ଦ୍ରଧନୁ ପରି ଦଖାଗେଲା, ଯାହା ବର୍ଷା ଦିନ ରେ ମେଘ ରେ ଦଖାୟୋଏ। ଏହା ସଦାପ୍ରଭୁଙ୍କ ମହିମା ମୂର୍ତ୍ତିର ଆଭା ଥିଲା। ଯେଉଁ ସମୟରେ ମୁଁ ଏହା ଦେଖିଲି, ଭୂମିରେ ମୁହଁ ମାଡ଼ି ପଡ଼ିଲି। ଏକ ସ୍ବର ମାେତେ କିଛି କହୁଥିବାର ଶୁଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା । ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା । ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ତେଜ ତା’ର ଚତୁର୍ପାର୍ଶ୍ୱରେ ଝଟକୁଥିଲା ଏବଂ ଏକ ଇନ୍ଦ୍ରଧନୁ ପରି ଦେଖାଗଲା, ଯାହା ବର୍ଷା ଦିନରେ ମେଘରେ ଦେଖାଯାଏ। ଏହା ସଦାପ୍ରଭୁଙ୍କ ମହିମା ମୂର୍ତ୍ତିର ଆଭା ଥିଲା। ଯେଉଁ ସମୟରେ ମୁଁ ଏହା ଦେଖିଲି, ଭୂମିରେ ମୁହଁ ମାଡ଼ି ପଡ଼ିଲି। ଏକ ସ୍ୱର ମୋତେ କିଛି କହୁଥିବାର ଶୁଣିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।
Odia IRV 2017 (ଓଡିଆ ବାଇବେଲ)
ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।