Ezekiel 1:3 — Compare Translations
4 translations compared side by side
Odia - 1840
"ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନ ରେ ବାବିଲ ରେ ମୁଁ ପରମେଶ୍ବରଙ୍କ ଦର୍ଶନ ପାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଲ୍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ହସ୍ତ ତାଙ୍କ ଉପରେ ଥିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଲ୍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
କଲ୍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।