Ezekiel 1:4 — Compare Translations

5 translations compared side by side

Odia - 1840
"ତାପ ରେ ଉତ୍ତର ଦିଗରୁ ଘୂର୍ଣ୍ଣିବାଯୁ ବୃହତ୍ ମେଘ ଓ ଜାଜ୍ବଲ୍ଯମାନେ ଅଗ୍ନି ଆସିବାର ମୁଁ ଦେଖିଲି। ଆଉ ତାହାର ଚତୁର୍ଦ୍ଦିଗ ରେ ଉଜ୍ଜ୍ବଳ ତଜେ ବାହାରୁଥିଲା ଓ ଏହାର ମଧ୍ଯଭାଗ ଏକ ଜ୍ବଳନ୍ତ ଧାତୁ ସଦୃଶ ଦଖାେ ଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ ମେଘ ଓ ଜାଜ୍ଵଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ରଥ ପରମେଶ୍ୱରଙ୍କ ସିଂହାସନ ତା’ପରେ ଉତ୍ତର ଦିଗରୁ ଘୂର୍ଣ୍ଣିବାୟୁ ବୃହତ୍ ମେଘ ଓ ଜାଜ୍ୱଲ୍ୟମାନେ ଅଗ୍ନି ଆସିବାର ମୁଁ ଦେଖିଲି। ଆଉ ତାହାର ଚତୁର୍ଦ୍ଦିଗରେ ଉଜ୍ଜ୍ୱଳ ତେଜ ବାହାରୁଥିଲା ଓ ଏହାର ମଧ୍ୟଭାଗ ଏକ ଜ୍ୱଳନ୍ତ ଧାତୁ ସଦୃଶ ଦେଖା ଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣିବାୟୁ ବୃହତ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ୍ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା।