Ezekiel 1:6 — Compare Translations

5 translations compared side by side

Odia - 1840
"ଏବଂ ପ୍ରେତ୍ୟକକ ପ୍ରାଣୀର ଚାରିମୁଖ ଓ ଚାରିପକ୍ଷ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ପ୍ରତ୍ୟେକ ପ୍ରାଣୀର ଗ୍ଭରିମୁଖ ଓ ଗ୍ଭରିପକ୍ଷ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା।