Ezekiel 1:7 — Compare Translations

5 translations compared side by side

Odia - 1840
"ସମାନଙ୍କେର ପାଦ ସଳଖ, ଆଉ ସମାନଙ୍କେର ପାଦର ତଳିପା ଗୋବତ୍ସର ତଳିପା ତୁଲ୍ଯ। ଆଉ ସଗେୁଡ଼ିକ ମଳା ୟାଇଥିବା ପିତ୍ତଳ ପରି ଝଟକୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କ ପାଦର ତଳିପା ଗୋବତ୍ସର ତଳିପାର ତୁଲ୍ୟ; ଆଉ, ସେମାନେ ପରିଷ୍କୃତ ପିତ୍ତଳ ପରି ଝଟକିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କର ପାଦର ତଳିପା ଗୋବତ୍ସର ତଳିପା ତୁଲ୍ୟ। ଆଉ ସେଗୁଡ଼ିକ ମଜା ଯାଇଥିବା ପିତ୍ତଳ ପରି ଝଟକୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କ ପାଦର ତଳିପା ଗୋବତ୍ସର ତଳିପାର ତୁଲ୍ୟ; ଆଉ, ସେମାନେ ପରିଷ୍କୃତ ପିତ୍ତଳ ପରି ଝଟକିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କ ପାଦର ତଳିପା ଗୋବତ୍ସର ତଳିପାର ତୁଲ୍ୟ; ଆଉ, ସେମାନେ ପରିଷ୍କୃତ ପିତ୍ତଳ ପରି ଝଟକିଲେ।