Ezekiel 1:8 — Compare Translations
5 translations compared side by side
Odia - 1840
"ଆଉ ସମାନଙ୍କେର ପକ୍ଷ ତଳେ ମନୁଷ୍ଯର ହସ୍ତତୁଲ୍ଯ ହସ୍ତ ଥିଲା। ସେ ଚାରି ପ୍ରାଣୀଙ୍କର ମଧିଅରେ ପ୍ରତି ପ୍ରାଣୀର ଚାରି ମୁଖ ଓ ଚାରି ପକ୍ଷ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନଙ୍କର ପକ୍ଷ ତଳେ ମନୁଷ୍ୟର ହସ୍ତତୁଲ୍ୟ ହସ୍ତ ଥିଲା। ସେ ଗ୍ଭରି ପ୍ରାଣୀଙ୍କର ମଧ୍ୟରେ ପ୍ରତି ପ୍ରାଣୀର ଗ୍ଭରି ମୁଖ ଓ ଗ୍ଭରି ପକ୍ଷ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା;