Ezekiel 1:9 — Compare Translations
5 translations compared side by side
Odia - 1840
"ସମାନଙ୍କେର ପକ୍ଷଗୁଡ଼ିକ ପରସ୍ପର ସଂୟୁକ୍ତ, ଆଉ ସମାନେେ ଗମନ କଲା ବେଳେ ପଛକୁ ଫରେିଲେ ନାହିଁ। ପ୍ରେତ୍ୟକକ ସମ୍ମୁଖ ଆଡ଼େ ଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ପକ୍ଷ ଏକଆରେକର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ଫେରିଲେ ନାହିଁ; ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ପକ୍ଷଗୁଡ଼ିକ ପରସ୍ପର ସଂଯୁକ୍ତ, ଆଉ ସେମାନେ ଗମନ କଲାବେଳେ ପଛକୁ ଫେରିଲେ ନାହିଁ। ପ୍ରତ୍ୟେକ ସମ୍ମୁଖ ଆଡ଼େ ଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ପକ୍ଷ ପରସ୍ପର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ପଛକୁ ଫେରିଲେ ନାହିଁ; ମାତ୍ର ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ପକ୍ଷ ପରସ୍ପର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ପଛକୁ ଫେରିଲେ ନାହିଁ; ମାତ୍ର ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ।