Ezekiel 10:1 — Compare Translations
5 translations compared side by side
Odia - 1840
"ସେତବେେଳେ ମୁଁ ଉପରକୁ ଚାହିଁଲି ଓ ଦେଖିଲି କିରୂବଦୂତମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ଯମଣ୍ଡଳ ରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ସମାନଙ୍କେ ଉପ ରେ ଦଖାଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ତଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
The Glory of the Lord Leaves the Temple ସେତେବେଳେ ମୁଁ ଉପରକୁ ଗ୍ଭହିଁଲି ଓ ଦେଖିଲି କିରୂବଦୂତମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ସେମାନଙ୍କ ଉପରେ ଦେଖାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା।