Ezekiel 10:11 — Compare Translations

5 translations compared side by side

Odia - 1840
"ଗମନ କରିବା ସମୟରେ ସମାନେେ ନିଜ ନିଜର ଚାରି ପାଶର୍‌ବ ରେ ଗମନ କଲେ ଏବଂ ଗତି କଲା ବେଳେ ସମାନେେ ଫରେିଲେ ନାହିଁ। ମାତ୍ର ମସ୍ତକର ଅଭିମୁଖ ସ୍ଥାନକୁ ଗମନ କଲେ ଓ ଗମନ କଲା ବେଳେ ମୁହଁ ବୁଲାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗମନ କରିବା ବେଳେ ସେମାନେ ଆପଣା-ମାନଙ୍କର ଚାରି ପାର୍ଶ୍ଵରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତ୍ରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଗମନ କରିବା ସମୟରେ ସେମାନେ ନିଜ ନିଜର ଗ୍ଭରି ପାର୍ଶ୍ୱରେ ଗମନ କଲେ ଏବଂ ଗତି କଲାବେଳେ ସେମାନେ ଫେରିଲେ ନାହିଁ। ମାତ୍ର ମସ୍ତକର ଅଭିମୁଖ ସ୍ଥାନକୁ ଗମନ କଲେ ଓ ଗମନ କଲାବେଳେ ମୁହଁ ବୁଲାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗମନ କରିବା ବେଳେ ସେମାନେ ଆପଣାମାନଙ୍କର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଗମନ କରିବା ବେଳେ ସେମାନେ ଆପଣାମାନଙ୍କର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ।