Ezekiel 10:12 — Compare Translations
5 translations compared side by side
Odia - 1840
"ପୁଣି ସମାନଙ୍କେର ସମୁଦାଯ ଶରୀର, ସମାନଙ୍କେର ପୁଷ୍ପ ହସ୍ତ, ପକ୍ଷ ଓ ସହେି ଚାରିଚକ ଚକ୍ଷୁ ରେ ପରିପୂର୍ଣ୍ଣ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର ସମୁଦାୟ ଗାତ୍ର ଓ ସେମାନଙ୍କର ପୃଷ୍ଠ, ହସ୍ତ ଓ ପକ୍ଷ, ଆଉ ଚକ୍ରସବୁ, ଅର୍ଥାତ୍, ସେହି ଚାରି ଚକ୍ର ଚାରିଆଡ଼େ ଚକ୍ଷୁରେ ପୂର୍ଣ୍ଣ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନଙ୍କର ସମୁଦାୟ ଶରୀର, ସେମାନଙ୍କର ପୁଷ୍ପ ହସ୍ତ, ପକ୍ଷ ଓ ସେହି ଗ୍ଭରିଚକ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ସମୁଦାୟ ଶରୀର, ସେମାନଙ୍କର ପୃଷ୍ଠ, ହସ୍ତ ଓ ପକ୍ଷ, ଆଉ ଚକ୍ରସବୁ, ଅର୍ଥାତ୍, ସେହି ଚାରି ଚକ୍ର ଚାରିଆଡ଼େ ଚକ୍ଷୁରେ ପୂର୍ଣ୍ଣ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ସମୁଦାୟ ଶରୀର, ସେମାନଙ୍କର ପୃଷ୍ଠ, ହସ୍ତ ଓ ପକ୍ଷ, ଆଉ ଚକ୍ରସବୁ, ଅର୍ଥାତ୍, ସେହି ଚାରି ଚକ୍ର ଚାରିଆଡ଼େ ଚକ୍ଷୁରେ ପୂର୍ଣ୍ଣ ଥିଲା।