Ezekiel 10:13 — Compare Translations

5 translations compared side by side

Odia - 1840
"ଆଉ ସହେି ଚକମାନଙ୍କୁ ଘୂର୍ଣ୍ଣାଯମାନ ଚକ ବୋଲି ଡ଼କାୟାଇଥିବାର ମୁଁ ଶୁଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୋʼ କର୍ଣ୍ଣଗୋଚରରେ ସେହି ଚକ୍ରମାନଙ୍କୁ ଘୂର୍ଣ୍ଣାୟମାନ ଚକ୍ର ବୋଲି କୁହାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ “ସେହି ଚକମାନଙ୍କୁ ଘୂର୍ଣ୍ଣାୟମାନ ଚକ ବୋଲି ଡକାଯାଇଥିବାର ମୁଁ ଶୁଣିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୋʼ କର୍ଣ୍ଣଗୋଚରରେ ସେହି ଚକ୍ରମାନଙ୍କୁ ଘୂର୍ଣ୍ଣାୟମାନ ଚକ୍ର ବୋଲି କୁହାଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୋ’ କର୍ଣ୍ଣଗୋଚରରେ ସେହି ଚକ୍ରମାନଙ୍କୁ ଘୂର୍ଣ୍ଣାୟମାନ ଚକ୍ର ବୋଲି କୁହାଗଲା।