Ezekiel 10:14 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ କିରୂବର ଚାରିମୁଖ ଥିଲା: ପ୍ରଥମ ମୁଖ କିରୁବ ଦୂତର ମୁଖ, ଦ୍ବିତୀୟ ମୁଖ ମନୁଷ୍ଯର ମୁଖ, ତୃତୀୟଟି ସିଂହର ମୁଖ ଓ ଚତୁର୍ଥଟି ଉତକ୍ରୋଷ ପକ୍ଷୀର ମୁଖ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରତ୍ୟେକର ଚାରି ମୁଖ ଥିଲା; ପ୍ରଥମ ମୁଖ କିରୂବର ମୁଖ, ଦ୍ଵିତୀୟର ମୁଖ ମନୁଷ୍ୟର ମୁଖ, ତୃତୀୟ ସିଂହର ମୁଖ ଓ ଚତୁର୍ଥ ଉତ୍ତ୍କ୍ରୋଶ ପକ୍ଷୀର ମୁଖ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ କିରୂବର ଗ୍ଭରିମୁଖ ଥିଲା: ପ୍ରଥମ ମୁଖ କିରୁବଦୂତର ମୁଖ, ଦ୍ୱିତୀୟ ମୁଖ ମନୁଷ୍ୟର ମୁଖ, ତୃତୀୟଟି ସିଂହର ମୁଖ ଓ ଚତୁର୍ଥଟି ଉତ୍କ୍ରୋଶପକ୍ଷୀର ମୁଖ ଥିଲା। ତା’ପରେ ମୁଁ ଅନୁଭବ କଲି ଯେ, ଜୀବିତ ପ୍ରାଣୀ ଯାହା ଦେଖିଲି ସେମାନେ କବାର ନଦୀର କିରୁବଦୂତଗୁଡ଼ିକ ଥିଲେ। ତା’ପରେ କିରୁବଦୂତଗଣ ଊର୍ଦ୍ଧ୍ୱକୁ ଉଠିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରତ୍ୟେକର ଚାରି ମୁଖ ଥିଲା; ପ୍ରଥମ ମୁଖ କିରୂବର ମୁଖ, ଦ୍ୱିତୀୟର ମୁଖ ମନୁଷ୍ୟର ମୁଖ, ତୃତୀୟ ସିଂହର ମୁଖ ଓ ଚତୁର୍ଥ ଉତ୍କ୍ରୋଶ ପକ୍ଷୀର ମୁଖ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରତ୍ୟେକର ଚାରି ମୁଖ ଥିଲା; ପ୍ରଥମ ମୁଖ କିରୂବର ମୁଖ, ଦ୍ୱିତୀୟର ମୁଖ ମନୁଷ୍ୟର ମୁଖ, ତୃତୀୟ ସିଂହର ମୁଖ ଓ ଚତୁର୍ଥ ଉତ୍କ୍ରୋଶ ପକ୍ଷୀର ମୁଖ।