Ezekiel 10:15 — Compare Translations
4 translations compared side by side
Odia - 1840
"ତା'ପ ରେ ମୁଁ ଅନୁଭବ କଲି ଯେ, ଜୀବିତ ପ୍ରାଣୀ ଯାହା ଦେଖିଲି ସମାନେେ କବାର ନଦୀର କିରୁବଦୂତଗୁଡ଼ିକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କିରୂବଗଣ ଊର୍ଦ୍ଧ୍ଵକୁ ଉଠିଲେ । ମୁଁ କବାର ନଦୀ ତୀରରେ ଯେଉଁ ଜୀବିତ ପ୍ରାଣୀକୁ ଦେଖିଥିଲି, ସେ ଏହି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କିରୂବଗଣ ଊର୍ଦ୍ଧ୍ୱକୁ ଉଠିଲେ। ମୁଁ କବାର ନଦୀ ତୀରରେ ଯେଉଁ ଜୀବିତ ପ୍ରାଣୀକୁ ଦେଖିଥିଲି, ସେ ଏହି।
Odia IRV 2017 (ଓଡିଆ ବାଇବେଲ)
ଆଉ, କିରୂବଗଣ ଊର୍ଦ୍ଧ୍ୱକୁ ଉଠିଲେ। ମୁଁ କବାର ନଦୀ ତୀରରେ ଯେଉଁ ଜୀବିତ ପ୍ରାଣୀକୁ ଦେଖିଥିଲି, ସେ ଏହି।