Ezekiel 10:16 — Compare Translations

5 translations compared side by side

Odia - 1840
"କିରୁବମାନେ ଗମନ କଲା ବେଳେ ଚକସବୁ ସମାନଙ୍କେ ପାଶର୍‌ବ ରେ ଗମନ କଲେ। ପୁଣି କିରୁବମାନେ ଭୂମିରୁ ଉର୍ଦ୍ଧ୍ବକୁ ୟିବା ପାଇଁ ଯେତବେେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତବେେଳେ ଚକ୍ରସବୁ ସମାନଙ୍କେ ପାଶର୍‌ବ ଛାଡ଼ିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ଵରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ଵକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ଵ ଛାଡ଼ିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିରୁବମାନେ ଗମନ କଲାବେଳେ ଚକସବୁ ସେମାନଙ୍କ ପାର୍ଶ୍ୱରେ ଗମନ କଲେ। ପୁଣି କିରୁବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ସେମାନଙ୍କ ପାର୍ଶ୍ୱ ଛାଡ଼ିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ୱରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ୱ ଛାଡ଼ିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ୱରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ଵ ଛାଡ଼ିଲେ ନାହିଁ।