Ezekiel 10:17 — Compare Translations
5 translations compared side by side
Odia - 1840
"ସମାନେେ ଠିଆ ହେଲା ବେଳେ ଚକ୍ରସବୁ ଠିଆ ହେଲେ।ପୁଣି ସମାନେେ ଉପରକୁ ଉଠିବା ବେଳେ ଚକ୍ର ସବୁ ସମାନଙ୍କେ ସଙ୍ଗ ରେ ଉପରକୁ ଉଠିଲେ। କାରଣ ସହେି ଜୀବିତ ପ୍ରାଣୀର ଆତ୍ମା ସହେି ଚକ ସବୁ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ପୁଣି, ସେମାନେ ଉପରକୁ ଉଠିବା ବେଳେ ଏମାନେ ସେମାନଙ୍କର ସଙ୍ଗେ ସଙ୍ଗେ ଉପରକୁ ଉଠିଲେ; କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ୍ରସବୁରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଠିଆ ହେଲା ବେଳେ ଚକ୍ରସବୁ ଠିଆ ହେଲେ। ପୁଣି ସେମାନେ ଉପରକୁ ଉଠିବା ବେଳେ ଚକ୍ର ସବୁ ସେମାନଙ୍କ ସଙ୍ଗରେ ଉପରକୁ ଉଠିଲେ। କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ ସବୁରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ପୁଣି, ସେମାନେ ଉପରକୁ ଉଠିବା ବେଳେ ଏମାନେ ସେମାନଙ୍କର ସଙ୍ଗେ ସଙ୍ଗେ ଉପରକୁ ଉଠିଲେ; କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ୍ରସବୁରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ପୁଣି, ସେମାନେ ଉପରକୁ ଉଠିବା ବେଳେ ଏମାନେ ସେମାନଙ୍କର ସଙ୍ଗେ ସଙ୍ଗେ ଉପରକୁ ଉଠିଲେ; କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ୍ରସବୁରେ ଥିଲା।